ପୁରାତନ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ

ଶଙ୍କରାଖୋଲ,୫ା୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ଶାଳବଣଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରିଥିବା ୧୯୯୦ ମାଟ୍ରିକ ବ୍ୟାଚର ଛାତ୍ରୀଛତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ, ଜିଲା ତଥା ରାଜ୍ୟ ବାହାରେ ରହୁଥିବା ପୁରାତନ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହା ପରେ ନିଜ ଉଚ୍ଚ ବିଦ୍ୟାଳୟକୁ ଯାଇ ଶିକ୍ଷକମାନଙ୍କ ସହିତ ସାକ୍ଷାତ କରି ସରକାରଙ୍କର ମୋ ସ୍କୁଲ ଅଭିଯାନରେ ସାମିଲ ହୋଇଥିଲେ। ପରେ ଶାଳବଣଠାରେ ଏକ ସଭାର ଆୟୋଜନ ହୋଇଥିଲା। ଜିଲାର ବିଜ୍ଞାନ ନିରୀକ୍ଷକ ଅଶୋକ କୁମାର ପାତ୍ର ଯୋଗଦେଇ କେକ୍‌ କାଟିବା ସହ ବିଦ୍ୟାର୍ଥୀଙ୍କୁ ଆଶିର୍ବାଦ ଦେଇଥିଲେ। ଏହା ପରେ ପଲିଥିନ ବର୍ଜନ କରିବା, ସମସ୍ତେ ଗୋଟିଏ ଲେଖାଏ ଗଛ ଲଗାଇବା ଏବଂ ବନ୍ଧୁମାନଙ୍କୁ ସହାର୍ଯ୍ୟ କରିବା ନେଇ ଶର୍ମିଳା, ବାଣୀଶ୍ରୀ, ସଂଯୁକ୍ତା, ରୀତା, ଦିଲୀ, ବିଷ୍ଣୁ, ଗଣେଶ, ବାବୁ, ନକୁଳ ପ୍ରମୁଖ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri