Posted inପୁରୀ

ପୁରାତନ ଛାତ୍ର ସଂସଦ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କୋଣାର୍କ,୨୮।୪(ଡି.ଏନ୍‌.ଏ.): କୋଣାର୍କସ୍ଥିତ କୋଣାର୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦିଲୀପ କୁମାର ଦାସ, ବିଜୟ ରାୟ ଓ କୈଳାସ ଚନ୍ଦ୍ର ରାୟଙ୍କ ଆର୍ଥତ୍କ ପ୍ରୋତ୍ସାହନ ଓ ପ୍ରେରଣାରେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ପକ୍ଷରୁ ଗରିବମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ସଂସଦର ସଦସ୍ୟମାନେ ମିଶି କୋଣାର୍କ ଏନଏଏସି ଅଧିନସ୍ଥ ମାଉସୀ ମା ସାହି ଓ କୋଣାର୍କ ଥାନା ଛକଠାରେ ଅବସ୍ଥାନ କରୁଥିବା ୨୦ଜଣ ଗରିବ ଓ ଖଟିଖିଆ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ପୁରାତନ ଛାତ୍ର ସଂସଦର ଆବାହକ ଅଜୟ କୁମାର ପଟ୍ଟନାୟକ, ପ୍ରମୋଦ ଗୋଚ୍ଛାୟତ, ରମେଶ ଚନ୍ଦ୍ର ବେହେରା, ଅଶୋକ ଗୋଚ୍ଛାୟତ ଓ କୁନାଲ ପାତ୍ର ପ୍ରମୁଖ ଏହି ଗରିବ ପରିବାରଙ୍କୁ ଚୁଡା, ବିସ୍କୁଟ, ଡାଲି, ସୁଜି ଓ ଅଟା ଆଦି ସାମଗ୍ରୀ ଦେଇଥିଲେ। ଲକଡାଉନ ଅବଧି ଶେଷ ହେବା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ପୁରାତନ ଛାତ୍ର ସଂସଦର ଆବାହକ ଅଜୟ ପଟ୍ଟନାୟକ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?