ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ପୁରୀ ଅଫିସ, ୧୭।୫: ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲାରେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଏବେ ୨୪ଜଣ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ଲେଖାଏ ପଶ୍ଚିମବଙ୍ଗ ଓ ସୁରଟ ଫେରନ୍ତା ହୋଇଥିବା ବେଳେ ଜଣେ ସ୍ଥାନୀୟ ବ୍ୟକ୍ତି ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ଜିଲା ପ୍ରଶାସନ ପକ୍ଷରୁ ୍ରଆକ୍ରାନ୍ତଙ୍କ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନ ଥିବାବେଳେ ଗତ ୭ ଦିନରେ ଜିଲାରୁ ୨୪ ଆକ୍ରାନ୍ତ ଚିହ୍ନଟ ହେବା ଜିଲାବାସୀଙ୍କ ଚିନ୍ତା ବଢ଼ାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri