ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ବ୍ରାଉନସୁଗାର ଓ କୋରେସ୍କ ବ୍ୟବସାୟୀ ବିଶ୍ୱରଞ୍ଜନ ସାହୁ ଓରଫ ବିଶୁ ଏବଂ ବାଲି ମାଫିଆ ସିୟାମତ୍‌ ଖାନ୍‌ ଓରଫ୍‌ ଟିକି ମିଆଁ । ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ, ଜୀବନ୍ତ ଗୁଳି ଓ ବାଇକ ଜବତ ହୋଇଛି। ଆହତ ଦ୍ବୟଙ୍କୁ ପ୍ରଥମେ ପୁରୀ ପରେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ବାସେଳି ସାହି ଓ କୁମ୍ଭାରପଡ଼ା ଥାନା ପୋଲିସ ପକ୍ଷରୁ ଏହି ମିଳିତ ଏନ୍‌କାଉଣ୍ଟର କରାଯାଇଛି । ଉଭୟଙ୍କ ନାମରେ ବିଭିନ୍ନ ଥାନାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri