Posted inପୁରୀ

ପୁରୀରେ ପଙ୍ଗପାଳ ଚର୍ଚ୍ଚା

ପୁରୀ ଅଫିସ,୪ା୬: ପୁରୀରେ ପଙ୍ଗପାଳ। ଏମିତି ଚର୍ଚ୍ଚା ଗୁରୁବାର ପୁରୀ ସହରର ବିଭିନ୍ନ ସ୍ଥାନରେ ଶୁଣିବାକୁ ମିଳିଥିଲା। ବାଲୁଖଣ୍ଡ ଅଭୟାରଣ୍ୟ ନୂଆନଈ ନିକଟ ରାସ୍ତା ପାର୍ଶ୍ୱ ଗଛରେ ଏମାନେ ବହୁ ସଂଖ୍ୟାରେ ବସିଥିବା ଗୁରୁବାର ପୂର୍ବାହ୍ନରେ ଲୋକେ ଦେଖିଥିଲେ। ପଙ୍ଗପାଳ ପଳାଇ ଆସିଲେଣି ବୋଲି ପରସ୍ପର ମଧ୍ୟରେ ଚର୍ଚ୍ଚା କରିଥିଲେ। ପରେ ଏହାକୁ ନେଇ ବିଭିନ୍ନ ସ୍ଥାନରେ ଲୋକଙ୍କ ଭିତରେ ଆଲୋଚନା ହୋଇଥିଲା। ଯଦି ପଙ୍ଗପାଳ ହୋଇଥିବେ ତେବେ ଶସ୍ୟ ସବୁ ଚରିଯିବେ ବୋଲି ଆଶଙ୍କା ପ୍ରକାଶ କରିଥିଲେ। ବିଶେଷକରି ଚାଷୀମାନେ ଅଧିକ ଆତଙ୍କିତ ହୋଇପଡ଼ିିଛନ୍ତି। କିନ୍ତୁ ଏହା ପଙ୍ଗପାଳ ନୁହେଁ, ଝିଣ୍ଟିକା ବୋଲି ଜିଲା ମୁଖ୍ୟ କୃଷି ଅଧିକାରୀ ଏସ୍‌. ଚନ୍ଦ୍ରଶେଖର ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ଲୁଟ ଘଟଣାର ପର୍ଦ୍ଦାଫାଶ: ୭୮ ଲକ୍ଷର ସୁନା, ଟଙ୍କା ଜବତ

ପୁରୀ,୨।୧୨: ପୁରୀ ଜିଲା ଚନ୍ଦନପୁର ଜୁଏଲାରୀ ମାଲିକଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...

ଆରମ୍ଭ ହେଲା କୋଣାର୍କ ଉତ୍ସବ

କୋଣାର୍କ,୨ା୧୨(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସ୍ଥିତ ସୂର୍ଯ୍ୟ ମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଆରମ୍ଭ ହୋଇଛି  ୩୬ତମ କୋଣାର୍କ ଉତ୍ସବ। ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri