ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ କାଠ ସୋମବାର ପୁରୀରେ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ଆସିଥିବା ଏହି କାଠ ମଧ୍ୟରେ ୨୦ ଫୁଟିଆ ଧଉଡ଼ା ଓ ଅସନ କାଠ ୧୫ ଖଣ୍ଡ, ୧୨ ଫୁଟିଆ ୬ଖଣ୍ଡ କାଠ ଆସିଛି। ଆସନ୍ତା ଏପ୍ରିଲ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟାରେ ତିନି ରଥ ନିର୍ମାଣ କାମ ଅନୁକୂଳ କରାଯିବ। ମାତ୍ର କରୋନା ଯୋଗୁ ଏଥର ରଥଯାତ୍ରାକୁ ନେଇ ବିଭିନ୍ନ ପ୍ରକାର ଆଲୋଚନା ହେଉଥିବା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ: ଉଚ୍ଛେଦ ଦାବିରେ ଶତାଧିକ ମହିଳା-ପୁରୁଷଙ୍କ ବିକ୍ଷୋଭ

ଅମରପାଲି, ୮।୧୦ (ପୀତାମ୍ବର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲିଆସୁଥିବା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁଁ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?