Posted inପୁରୀ

ପୁରୀରେ ପହଞ୍ଚିଲା ରଥ ଦଉଡି

ପୁରୀ ଅଫିସ,୪ା୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। ଏଥିପାଇଁ ଗୁରୁବାର ପୁରୀରେ ପହଞ୍ଚତ୍ଛି ରଥ ଦଉଡ଼ି। ଓଡ଼ିଶା ସମବାୟ କତା ନିଗମରୁ ୨୦ଟି ଦଉଡ଼ି ଏକ ଗାଡ଼ିିରେ ଆସିଛି। ଏହାକୁ ଶ୍ରୀମନ୍ଦିର ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ଦାୟିତ୍ୱରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଇଛି। ତତ୍ତ୍ବାବଧାରକ କହିଛନ୍ତି, ଏଥିରେ ୧୪ଟି ରଥଟଣା ଦଉଡ଼ି ଏବଂ ୬ଟି କର୍ଡନ (ଘେର) ଦଉଡ଼ି ରହିଛି। ଗୋଟିଏ ଟଣା ଦଉଡ଼ିର ଲମ୍ବ ପ୍ରାୟ ୨୨୦ ଫୁଟ ଓ ମୋଟେଇ ୮ ଇଞ୍ଚ ହୋଇଥିବାବେଳେ ଘେର ଦଉଡ଼ି ୪୫୦ ଫୁଟ ଲମ୍ବ ଏବଂ ମୋଟେଇ ୪ଇଞ୍ଚ (୩ଟିର) ଓ ୩ ଇଞ୍ଚ ରହିଛି। ୬ଲକ୍ଷ ୭୦ ହଜାର ୮୪୮ ଟଙ୍କାରେ ଏହି ରଥ ଦଉଡ଼ି ଅଣାଯାଇଥିବା ତତ୍ତ୍ବାବଧାରକ ମେକାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?