ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଏବେ ୧୭ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଶନିବାର ଚିହ୍ନଟ ୪ ନୂଆ ଆକ୍ରାନ୍ତ ହେଉଛନ୍ତି ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକର। ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ଏବଂ ସେମାନେ କ୍ୱାରାଣ୍ଟାଇନ୍‌ରେ ଥିଲେ ବୋଲି ସୂଚନା ମିଳିଛି। ଗତ ୬ ଦିନରେ ୧୭ ଆକ୍ରାନ୍ତ ଚିହ୍ନଟ ହେବାକୁ ନେଇ ଜିଲାବାସୀ ଏକପ୍ରକାର ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri