ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର କ୍ଷୟକ୍ଷତି ସମ୍ପର୍କରେ ଅବଗତ ହୋଇଥିଲେ। ବିଭାଗୀୟ ଅଧିକାରୀମାନେ କେତେ ଟଙ୍କାର କ୍ଷୟକ୍ଷତି ହୋଇଛି ତାହାର ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ବୈଠକରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳଙ୍କ ସହ ଜିଲାପାଳ ବଲଓ୍ବନ୍ତ ସିଂ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri