ପୁରୀରେ ମୁଖ୍ୟମନ୍ତ୍ରୀ: ରଥାରୂଢ଼ ଠାକୁରଙ୍କୁ କରିବେ ଦର୍ଶନ

ପୁରୀ ଅଫିସ,୪।୭: ପବିତ୍ର ଘୋଷଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ପହଞ୍ଚିବା ପରେ ସୁରକ୍ଷାବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ନିଆଯାଇଛି। ଏଠାରେ ସେ ରଥଯାତ୍ରା ନିମନ୍ତେ ପ୍ରକାଶିତ ହେବାକୁ ଥିବା ସ୍ବତନ୍ତ୍ର ପୁସ୍ତିକା ଉନ୍ମୋଚନ କରିବା ସହ ଭକ୍ତଙ୍କୁ ଜଳବଣ୍ଟନ କରିଛନ୍ତି।

ତେବେ ମୁଖ୍ୟମନ୍ତ୍ରୀ ଏହି ପବିତ୍ର ଦିବସକୁ ନେଇ ରାଜ୍ୟ ତଥା ବିଶ୍ୱର ସମସ୍ତ ଜଗନ୍ନାଥ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ରଥଯାତ୍ରା ସମ୍ପର୍କିତ ଏକ ଭିଡିଓ ଶେୟାର କରିବା ସହ ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ୱର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାରକୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ ବୋଲି ସେ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?