ପୁରୀରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ: ୬ଦିନରେ ୪୭ ନୂଆ ଆକ୍ରାନ୍ତ

ପୁରୀ ଅଫିସ,୧୩।୬: ପୁରୀ ଜିଲାରୁ ପୁଣି ଶନିବାର ୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ୍‌ ସଂଖ୍ୟା ୧୪୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୬ ଜଣ ସୁସ୍ଥ ହୋଇଥିବା ବେଳେ ୫୨ଜଣ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ୧୫ ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ତେଣୁ କେତେଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ସ୍ଥାନୀୟ କେତେଜଣ ତାହା ଜଣାପଡି ନାହିଁ। କିଛିଦିନ ଧରି ଜିଲାର ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଗତ ୬ଦିନରେ ୪୭ ଜଣ ପଜିଟିଭ ଚିହ୍ନଟ ହେବା ପୁଣି ଚିନ୍ତା ବଢ଼ାଇଛି।
ଶୁକ୍ରବାର ବି ପୁରୀ ଜିଲାରୁ ୧୫ ପଜିଟିଭ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri