ପୁରୀ ପଞ୍ଜାବୀ ମଠକୁ ସିଲ୍‌ କଲା ପୋଲିସ

ପୁରୀ ଅଫିସ୍‌, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ ବୋତଲ ପଡିଥିବା ଦେଖିବାକୁ ପାଇଥିଲା। ଚଢାଉ ବେଳେ ଜିଲା ମାଜିଷ୍ଟ୍ରେଟ ଏବଂ ସିଟି ଡିଏସପି ଉପସ୍ଥିତ ଥିଲେ। ଏଠାରେ ଦୀର୍ଘ ବର୍ଷ ଧରି ବିଭିନ୍ନ ପ୍ରକାର ମାଦକ ଦ୍ରବ୍ୟ ବିକ୍ରି ହେଉଥିବା ଜାଣିବା ପରେ ପୋଲିସ ଏହାକୁ ସିଲ୍‌ କରିଦେଇଛି। ମଠ ପରିସରରେ ରହୁଥିବା ଲୋକଙ୍କୁ ବାହାର କରିଦେବା ପାଇଁ ପୋଲିସ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri