ପୁରୀ ବେଳାଭୂମିରୁ ବିଷଧର ସାପ ଉଦ୍ଧାର

ପୁରୀ ଅଫିସ,୬ା୬: ପୁରୀ ବେଳାଭୂମିରୁ ବୁଧବାର ସକାଳେ ଏକ ବିଷଧର ସାପ ଉଦ୍ଧାର ହୋଇଛି। ଅଗ୍ନିଶମ କର୍ମଚାରୀ ଯୁଧିଷ୍ଠିର ଜେନା ବେଳାଭୂମିରେ ପାଟ୍ରୋଲିଂ କରୁଥିବା ସମୟରେ ବାଲିରେ ଏକ ସାପ ଚାଲୁଥିବା ଦେଖିଥିଲେ। ପରେ ଜଣେ ଲାଇଫ୍‌ଗାର୍ଡଙ୍କ ସହାୟତାରେ ସେ ଏହାକୁ ଏକ ଡବା ମଧ୍ୟରେ ପୂରାଇବାରେ ସଫଳ ହୋଇଥିଲେ। କଳା ରଙ୍ଗର ପ୍ରାୟ ୨ ଫୁଟ ଲମ୍ବର ଏହି ସାପଟିକୁ ଆଣି ପୁରୀ ଡିଏଫ୍‌ଓଙ୍କୁ ହସ୍ତାନ୍ତର କରିଥିଲେ। ପରେ ବନ ବିଭାଗ ଏହି ସାପକୁ ନୂଆନଈ ମୁହାଣରେ ଛାଡ଼ିଦେଇଛି । ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା କହିଛନ୍ତି, ଏହା ହେଉଛି ଡଗ୍‌ ଫେସ୍‌ ୱାଟର ସ୍ନେକ (କୁକୁରମୁହଁା ପାଣିସାପ)। ଅଳ୍ପ ବିଷଧର ଏହି ସାପ ପ୍ରାୟ ମୁହାଣ ମୁହଁ ବାଲିରେ ରହିଥାନ୍ତି। ସମୁଦ୍ର ଭିତରକୁ ଯାଇ ନ ଥାନ୍ତି। ଭାରତର ପୂର୍ବ ଉପକୂଳ ଏବଂ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଏହି ପ୍ରଜାତିର ସାପ ଦେଖାଯାନ୍ତି ବୋଲି ଡିଏଫ୍‌ଓ ଉଦ୍‌ଗାତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri