ପୁରୀ ବେଳାଭୂମିରେ ନିଶାସକ୍ତ ଯୁବତୀଙ୍କୁ ବଳାତ୍କାର

ପୁରୀ ଅଫିସ,୨୯।୧: ପୁରୀ ବେଳାଭୂମିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନିଶାସକ୍ତ ଯୁବତୀଙ୍କୁ ଦୁଇ ଜଣ ସ୍ଥାନୀୟ ଯୁବକ ବଳାତ୍କାର ଉଦ୍ୟମ କରିଛନ୍ତି। କିଛି ଯୁବକ ତାଙ୍କୁ ଧରି ସମୁଦ୍ରକୂଳ ଥାନାରେ ଜିମା ଦେଇଛନ୍ତି।
ପ୍ରକାଶ ଯେ, କଂଗ୍ରେସ ଯୁବନେତା ସ୍ବାଧୀନ ପଣ୍ଡା ତାଙ୍କ ବନ୍ଧୁଙ୍କ ସହ ସ୍ବର୍ଗଦ୍ବାର ପଟୁ ବାଇକ୍‌ରେ ଘରକୁ ଫେରୁଥିଲେ। ଦିଗବାରେଣୀ ଖୁଣ୍ଟି ନିକଟ ବେଳାଭୂମିରେ ଅଚେତ ଅବସ୍ଥାରେ ପଡିଥିବା ଜଣେ ଯୁବତୀଙ୍କୁ ଦୁଇ ଜଣ ଯୁବକ ବଳାତ୍କାର ଉଦ୍ୟମବେଳେ ଚିତ୍କାର ଶୁଣି ସ୍ବାଧୀନ ଅଟକିଥିଲେ। ଯୁବକ ଦ୍ବୟ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ସେମାନଙ୍କୁ ଧରିବାରେ ସ୍ବାଧୀନ ଏବଂ ତାଙ୍କ ସାଙ୍ଗମାନେ ସଫଳ ହୋଇଥିଲେ। ଖବରପାଇ ପିସିଆର ପୋଲିସ ପହଞ୍ଚି ଯୁବତୀଙ୍କୁ ନିଜ ଅକ୍ତିଆରକୁ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri