ପୁରୀ ବେଳାଭୂମି ଖାଲିକଲା ପୋଲିସ

ପୁରୀ ଅଫିସ,୧୬।୩: ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପୁରୀ ବେଳାଭୂମିକୁ ଖାଲିକରିଛି ପୋଲିସ। ବେଳାଭୂମିକୁ ନ ଯାଇ ପର୍ଯ୍ୟଟକମାନଙ୍କୁ ହୋଟେଲ ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ବେଳାଭୂମିରେ ଥିବା ଉଠାଦୋକାନଗୁଡ଼ିକୁ ମଧ୍ୟ ବନ୍ଦ କରାଯାଇଛି। ତେବେ ପ୍ରଶାସନର ନିର୍ଦ୍ଦେଶକୁ ମାନି ଶଙ୍ଖମାଳି ବ୍ୟବସାୟୀ, ଫାଷ୍ଟଫୁଡ ଦୋକାନୀ ମଧ୍ୟ ସେମାନଙ୍କ ପସରା ବନ୍ଦ କରିଦେଇଛନ୍ତି। ପର୍ଯ୍ୟଟକମାନେ ବେଳାଭୂମି ଛାଡିଥିବାରୁ ଏହା ଶୂନ୍‌ଶାନ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri