ପୁରୀରେ ପୁଣି ଉଚ୍ଛେଦ ଆରମ୍ଭ: ଏଥର ମହୋଦଧି ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୨୯।୧୦: ପୁରୀରେ ପୁଣି ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ମଙ୍ଗଳବାର ମୋଚିସାହି ଛକରେ ଥିବା ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାଯାଉଛି। ପୂର୍ବରୁ ଏହାକୁ ଅସୁରକ୍ଷିତ ଘୋଷଣା କରାଯାଇଥିବା ବେଳେ ଗତ ୪ତାରିଖ ସୁଦ୍ଧା ସମସ୍ତ ଦୋକାନ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସକାଳୁ ଜିଲା ପ୍ରଶାସନ ଓ ପୁରୀ ପୌର ସଂସ୍ଥା ପକ୍ଷରୁ ଏହାକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ କରାଯାଉଛି। ଏଠାରେ ଥିବା ସମସ୍ତ ଦୋକାନୀଙ୍କୁ ଥଇଥାନ କରାଯିବାର ନିଷ୍ପତ୍ତି ନିଆଯାଇଛି । ଉଚ୍ଛେଦ କାମରେ ୩ଟି ଜେସିବି ନିୟୋଜିତ କରାଯାଇଛି। କିିଛିଦିନ ତଳେ ମାର୍କେଟ ଛକଠାରେ ଥିବା ମାର୍କେଟ କମ୍ପ୍ଲେକ୍ସକୁ ଭଙ୍ଗା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri