Posted inପୁରୀ

ପୁରୀ ସମୁଦ୍ରରେ ଡଲ୍‌ଫିନ

ପୁରୀ ଅଫିସ,୩୦ା୪:ପୁରୀ ସମୁଦ୍ରରେ ବୁଧବାର ପୂର୍ବାହ୍ନରେ କିଛି ଡଲ୍‌ଫିନ ଦେଖାଯାଇଛନ୍ତି। ହୋଟେଲ ଗୋଲ୍‌ଡେନ ଟ୍ରି ସମ୍ମୁଖ ସମୁଦ୍ରରେ ଉପକୂଳଠାରୁ ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ମଙ୍ଗଳା ମୁହାଣ ପଟୁ କିଛି ଡଲ୍‌ଫିନ ସଂସ୍କୃତ ବିଶ୍ୱବିଦ୍ୟାଳୟ ଆଡ଼କୁ ଯାଉଥିଲେ। ବର୍ତ୍ତମାନ ସମୁଦ୍ରରେ ମାଛଧରା ଉପରେ କଟକଣା ରହିଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଉ ନ ଥିବାବେଳେ ଡଙ୍ଗା, ବୋଟ, ଟ୍ରଲର ଆଦି ଚଳାଚଳ କରୁନାହିଁ। ତେଣୁ ସମୁଦ୍ର ଉପକୂଳଠାରୁ ମାତ୍ର ଅଳ୍ପ ଦୂରରେ ଡଲ୍‌ଫିନ ପହଁରି ଯାଉଥିବା ଦେଖିବାକୁ ମିଳିଥିଲା। ଏହା ଇରାୱାଡ଼ି ଡଲ୍‌ଫିନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri