Posted inପୁରୀ

ପୁରୀ ସମୁଦ୍ରରେ ଡଲ୍‌ଫିନ

ପୁରୀ ଅଫିସ,୩୦ା୪:ପୁରୀ ସମୁଦ୍ରରେ ବୁଧବାର ପୂର୍ବାହ୍ନରେ କିଛି ଡଲ୍‌ଫିନ ଦେଖାଯାଇଛନ୍ତି। ହୋଟେଲ ଗୋଲ୍‌ଡେନ ଟ୍ରି ସମ୍ମୁଖ ସମୁଦ୍ରରେ ଉପକୂଳଠାରୁ ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ମଙ୍ଗଳା ମୁହାଣ ପଟୁ କିଛି ଡଲ୍‌ଫିନ ସଂସ୍କୃତ ବିଶ୍ୱବିଦ୍ୟାଳୟ ଆଡ଼କୁ ଯାଉଥିଲେ। ବର୍ତ୍ତମାନ ସମୁଦ୍ରରେ ମାଛଧରା ଉପରେ କଟକଣା ରହିଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଉ ନ ଥିବାବେଳେ ଡଙ୍ଗା, ବୋଟ, ଟ୍ରଲର ଆଦି ଚଳାଚଳ କରୁନାହିଁ। ତେଣୁ ସମୁଦ୍ର ଉପକୂଳଠାରୁ ମାତ୍ର ଅଳ୍ପ ଦୂରରେ ଡଲ୍‌ଫିନ ପହଁରି ଯାଉଥିବା ଦେଖିବାକୁ ମିଳିଥିଲା। ଏହା ଇରାୱାଡ଼ି ଡଲ୍‌ଫିନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍‌, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ

ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫...

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ...

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍‌

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା...

‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’

ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri