ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ ଗଣନା ଅନୁଯାୟୀ, ବର୍ତ୍ତମାନ ପୁରୀ ସହର ଏବଂ ଏହାର ଉପକଣ୍ଠରେ ପ୍ରାୟ ୭,୦୦୦ରୁ ଊର୍ଦ୍ଧ୍ୱ ବୁଲା କୁକୁର ରହିଛନ୍ତି। ଫଳରେ ଏମାନଙ୍କ ଯୋଗୁ ଦୁର୍ଘଟଣା ଏବଂ କୁକୁର କାମୁଡା ସଂଖ୍ୟା ବି ବଢିବାରେ ଲାଗିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ କୁକୁର ବନ୍ଧ୍ୟାକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୧୦ ଦିନରେ ୩୫୦ ବୁଲା କୁକୁରଙ୍କ ବନ୍ଧ୍ୟାକରଣ କରାଯାଇଥିବା ଜଣାପଡିଛି।
ଜିଲା ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ ପିପିଲିସ୍ଥିତ ଘାସ ଫାର୍ମ ପରିସରରେ ଏହି ବନ୍ଧ୍ୟାକରଣ କାର୍ଯ୍ୟକ୍ରମ କରାଯାଇଛି। କଲିକତାର ଏକ ସ୍ବେଚ୍ଛାସେବୀ ସଙ୍ଗଠନ ଏ-୧ ଆନିମଲ୍‌ସ କମ୍‌ ଫାଷ୍ଟ ସହାୟତାରେ ଗତ ଅକ୍ଟୋବର ୧୦ରୁ ୨୦ ତାରିଖ ମଧ୍ୟରେ ୨୫୦ କୁକୁରଙ୍କ ବନ୍ଧ୍ୟାକରଣ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା। ହେଲେ ଏହି ସମୟ ମଧ୍ୟରେ ୩୫୦ କୁକୁରଙ୍କ ବନ୍ଧ୍ୟାକରଣ କରାଯାଇଥିବା ସତ୍ୟବାଦୀ ବ୍ଲକର ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଶ୍ୱରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri