Posted inଫୁରସତ

ପୁରୁଣା ବସ୍‌ରେ ସୁଇମିଂ ପୁଲ୍‌, ମଜା ଉଠାଉଛନ୍ତି ଲୋକେ

ଫ୍ରାନ୍ସର ବେଟୁନ୍‌ ସହରର ବିଭିନ୍ନ ସ୍ଥାନରେ ପୁରୁଣା ବସଗୁଡ଼ିକରେ ସୁଇମିଂ ପୁଲ୍‌ କରାଯାଇଛି। ଏଥିରେ ଲୋକେ ସ୍ନାନ କରିବା ସହ ବେଶ୍‌ ମଜା ଉଠାଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଫ୍ରାନ୍ସରେ କିଛିଦିନ ତଳେ ପ୍ରବଳ ଗରମ ପଡ଼ିଥିଲା। ଏପରିକି ତାପମାତ୍ରା ରେକର୍ଡ ଭାଙ୍ଗିଥିଲା। ଗରମରୁ ରକ୍ଷା ପାଇବା ପାଇଁ ପ୍ରଶାସନ ସ୍ଥାନେ ସ୍ଥାନେ ସୁଇମିଂ ପୁଲ୍‌ କରିଛନ୍ତି। ତାହା ପୁଣି ପୁରୁଣା ବସ୍‌ରେ। ଆର୍ଟ କାମ ବଢ଼ାଇବା ସହ ପୁରୁଣା ସାମଗ୍ରୀ ପୁନର୍ବାର ବ୍ୟବହାର କରାଯିବାକୁ ଏପରି ପଦକ୍ଷେପ ନିଆଯାଇଛି ବୋଲି ପ୍ରଶାସନ କହିଛି। ଏପରିକି ଜୁନ୍‌ ଶେଷ ସପ୍ତାହରେ ଫ୍ରାନ୍ସରେ ତାପମାତ୍ରା ୪୫ ଡିଗ୍ରୀ ସେଲ୍‌ସିୟସ ଉପରେ ଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୪୦ ଡିଗ୍ରୀ ତାପମାତ୍ରା ସହିବା ଲୋକଙ୍କ ପକ୍ଷେ ଅସମ୍ଭବ ହୋଇ ପଡୁଥିବାବେଳେ ୪୫ ଡିଗ୍ରୀ ତାପମାତ୍ରା ଜୀବଜଗତକୁ ଏକପ୍ରକାର ଜଳାଇ ଦେଇଥିଲା। ଏଥିରୁ ରକ୍ଷା ପାଇଁ ପ୍ରଶାସନ ସହରର ଯେଉଁ ସ୍ଥାନରେ ସୁଇମିଂ ପୁଲ୍‌ ନାହିଁ ସେଠି ପୁରୁଣା ବସରେ ସୁଇମିଂ ପୁଲ୍‌ ତିଆରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri