ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇଛି। ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ, ମହାତ୍ମା ଗାନ୍ଧୀ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ କଂଗ୍ରେସ ନେତା ନିପନ କୁମାର ଦାଶ, ବ୍ରହ୍ମାନନ୍ଦ ମହାକୁଡ ଏବଂ କିଶନ ଶର୍ମା ଗାନ୍ଧୀଛକରେ ଅନଶନ ଆରମ୍ଭ କରିଛନ୍ତି। ଅନଶନ ପୂର୍ବରୁ ସେଠାରେଥିବା ଡ. ବି. ଆର୍‌. ଆମ୍ବେଡକର ଏବଂ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅନଶନକୁ ସମର୍ଥନ ଜଣାଇ କଂଗ୍ରେସ ନେତା ପ୍ରଦୀପ ଦେବତା, ନୀହାର ରଞ୍ଜନ ମହାନନ୍ଦଙ୍କ ସମେତ ବହୁସଂଖ୍ୟକ ନେତା, କର୍ମୀ ଓ ବିଭିନ୍ନ ସଂଗଠନର ସଦସ୍ୟ ଅନଶନସ୍ଥଳରେ ଉପସ୍ଥିତ ରହିଛନ୍ତି।
ପ୍ରକାଶ ଯେ, ଗତ ୨୧ ତାରିଖ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି) ନିକଟରେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ପରେ ବରଗଡ଼ ସହର ମଧ୍ୟରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଅନ୍ତର୍ବିଭାଗ ଓ ବହିର୍ବିଭାଗ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଏହାକୁ ନେଇ ସହର ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

ଭାରତୀୟ ପରମ୍ପରା ଭୁଲିନାହାନ୍ତି ପ୍ରିୟଙ୍କା: ସ୍ବାମୀଙ୍କ ସହ ମିଶି ପାଳିଲେ କରୱାଚୌଥ ବ୍ରତ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜି ବି ନିଜ ଭାରତୀୟ ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ ଅଛନ୍ତି। ବିଦେଶରେ…

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?