ପୁରୁଣା ଶାଢିରୁ…

ବିତୁଥିବା ଦିନ ସହିତ ନୂଆ ନୂଆ ଶାଢୀ କିଣିବା ଭିତରେ ଅନେକ ଶାଢୀ ପୁରୁଣା ହୋଇ ଅଦରକାରୀ ହୋଇଯାଏ। ହେଲେ ଫିଙ୍ଗିବା ଅପେକ୍ଷା ବିଭିନ୍ନ ଉପାୟରେ ଏହାର ବ୍ୟବହାର କରାଯାଇ ପାରିବ। ଜାଣି ରଖନ୍ତୁ ସେ ସମ୍ପର୍କରେ…

ପୁରୁଣା ଶାଢ଼ିରେ ସାଲ୍‌ଓ୍ବାର ପଞ୍ଜାବୀ, ଫ୍ରକ୍‌, ଲଙ୍ଗ୍‌ ସ୍କର୍ଟ ଏବଂ ଅନ୍ୟାନ୍ୟ ନୂଆ ନୂଆ ଡିଜାଇନ୍‌ର ଡ୍ରେସ୍‌ ପ୍ରସ୍ତୁତ କରି ପିନ୍ଧି ପାରିବେ। ଶାଢିକୁ କାଟି ବିଶେଷ କରି ପାଟ ଶାଢିକୁ ଓଢଣି ଭାବେ କୁର୍ତ୍ତି ସହିତ ବ୍ୟବହାର କଲେ ଖୁବ୍‌ ସୁନ୍ଦର ଏବଂ ଆକର୍ଷଣୀୟ ଲାଗିବ।
କୌଣସି ପୁରୁଣା ଶାଢୀର ବର୍ଡର ଆକର୍ଷଣୀୟ ହୋଇଥିଲେ ଏହାକୁ କାଢି ଅନ୍ୟ ଶାଢି କିମ୍ବା ପ୍ଲେନ୍‌ ରଙ୍ଗର କପଡାରେ ଲଗାଇ ନୂଆ ଶାଢି ଭାବେ ବ୍ୟବହାର କରିପାରିବେ।
ଅଳ୍ପ ଖର୍ଚ୍ଚରେ ମନମୁତାବକ ଲେହେଙ୍ଗା ପିନ୍ଧିବାକୁ ଚାହୁଁଥିଲେ ଆପଣ ନିଜ ପାଖରେ ଥିବା କୌଣସି ଡିଜାଇନର ବର୍ଡର ଓ୍ବାର୍କ ଥିବା ପୁରୁଣା ଶାଢୀକୁ ବ୍ୟବହାର କରିପାରିବେ। ଏହା ଅନ୍ୟମାନଙ୍କ ଠାରୁ ଡିଫରେଣ୍ଟ ଲୁକ୍‌ ଦେବ।
ଟେବୁଲ୍‌ କ୍ଲଥ୍‌ ଭାବେ ବ୍ୟବହାର କରିବା ଲାଗି ପୁରୁଣା ଶାଢୀ ଏକ ଭଲ ବିକଳ୍ପ। ଏହା ଦ୍ୱାରା ଗୋଟିଏ ଶାଢୀରୁ ଏକାଧିକ ଟେବୁଲ କ୍ଲଥ୍‌ ପ୍ରସ୍ତୁତ କରି ପାରିବେ। ଏହାକୁ ଧୋଇବା ମଧ୍ୟ ଖୁବ୍‌ ସହଜ। ସେହିପରି ଏଥିରୁ ଆପଣ ଓ୍ବାଶିଂ ମେସିନ୍‌, ଫ୍ରିଜ୍‌, ଆଲମିରା ଆଦିର କଭର ମଧ୍ୟ ପ୍ରସ୍ତୁତ କରିପାରିବେ।
ସୁନ୍ଦର ସୁନ୍ଦର କୁସନ୍‌ କଭର ପ୍ରସ୍ତୁତ କରିବା ଲାଗି ପୁରୁଣା ଶଢିକୁ ବ୍ୟବହାର କରି ପରିବେ। ବିଶେଷ କରି ପାଟ, ମଠା ଭଳି ପାରମ୍ପରିକ ଶାଢୀରେ କୁସନ୍‌ କଭର ପ୍ରସ୍ତୁତ କଲେ ଏହା ଘରକୁ ଏଥିନିକ୍‌ ଲୁକ୍‌ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri