ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ

ପୁରୁଷୋତ୍ତମପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି । ବିଭିନ୍ନ ପଦବୀ ଲାଗି ସମୁଦାୟ ୯ ଜଣ ନିଜ ନିଜର ସମର୍ଥକ ଓ ପ୍ରସ୍ତାବକଙ୍କୁ ନେଇ ନିର୍ବାଚନ ଅଧିକାରୀ ରଞ୍ଜନା କୁମାରୀ ପଣ୍ଡାଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସଭାପତି ପଦବୀ ଲାଗି ୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ସମ୍ପାଦକ ପାଇଁ ୩ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମାତ୍ର ଉପସଭାପତି ଓ ଯୁଗ୍ମ ସମ୍ପାଦକ ଲାଗି ଜଣେ ଲେଖାଏଁ ପ୍ରାର୍ଥିପତ୍ର ଦାଖଲ କରିଥିବା ନିର୍ବାଚନ ଅଧିକାରୀ ପଣ୍ଡା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?