ପୁରୁଷୋତ୍ତମପୁର, ୨୫।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ନୂତନ ବିଚାରପତି ଭାବେ ଦିଲ୍ଲୀପ କୁମାର ବାରିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୂର୍ବରୁ ସେ ବଲାଙ୍ଗୀର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଏହି ଅବସରରେ କୋର୍ଟ କର୍ମଚାରୀ ଓ ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଠାରେ ଥିବା ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ପୁରୀ ମୁନିସିଫ କୋର୍ଟକୁ ବଦଳି ହୋଇ ଯାଇଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…
ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍
ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ
ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…
TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

