ପୁରୁଷୋତ୍ତମପୁର ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଲେ ସୀମାଞ୍ଚଳ ମହାନ୍ତି : ଲୋକଙ୍କ ଘରକୁ ଯାଇ ସମସ୍ୟାର ସମାଧାନ କରିବାକୁ ଦେଲେ ପ୍ରତିଶ୍ରୁତି

ପୁରୁଷୋତ୍ତମପୁର,୨୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ବିଡିଓ ଭାବେ ସୀମାଞ୍ଚଳ ମହାନ୍ତି ମଙ୍ଗଳବାର ଯୋଗଦେଇଥିବାବେଳେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଲୋକେ ଘରେ ରହି ସରକାରୀ ସୁବିଧା ଯେପରି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି। ଏଥିନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ସୀମାଞ୍ଚଳ ଗଜପତି ଜିଲା ପାରଳାଖେମୁଣ୍ଡି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ପୁରୁଷୋତ୍ତମପୁର ବିଡିଓ ସତ୍ୟସୁନ୍ଦର ରାଉତଙ୍କୁ ଆସିକା ବିଡିଓ ଭାବେ ବଦଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri