ବାରିପଦା ଅଫିସ, ୧୨ା୪- କରୋନା ଯୋଗୁଁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ୧୫ ଦିନ ହେବ ବନ୍ଦ ରହିଛି। ଫଳରେ ଏହି ମନ୍ଦିରର ପୂଜକମାନେ ବର୍ତ୍ତମାନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସେମାନଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରିବା ନିମନ୍ତେ ଉପଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ପୂଜକମାନେ ଅଭିଯୋଗ କରିଛନ୍ତି ଯେ, ୧୫ ଦିନ ହେଲା କଟକଣା ଯୋଗୁଁ ଭକ୍ତମାନେ ମନ୍ଦିର ଆସୁ ନାହାନ୍ତି। ପୂର୍ବରୁ ଭକ୍ତମାନେ ଦେଉଥିବା ଦାନ ତଥା ଭେଟିକୁ ନେଇ ସେମାନେ ଚଳୁଥିବା ବେଳେ ବର୍ତ୍ତମାନ ସେହିଭଳି କୌଣସି ସୁବିଧା ନାହିଁ। ଦେବୋତ୍ତର ବିଭାଗ ପକ୍ଷରୁ ମଧ୍ୟ କୌଣସି ପ୍ରାପ୍ୟ ମିଳୁ ନାହିଁ। ଫଳରେ ପୂଜକମାନେ ପରିବାର ଚଳାଇବା କଷ୍ଟକର ହୋଇ ପଡ଼ିଛି। ତେଣୁ ଏ ଦିଗରେ ବିଚାର କରିବା ପାଇଁ ପୂଜକମାନେ ଉପଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଅରୁଣ କୁମାର ମିଶ୍ର, ପ୍ରଦୀପ କୁମାର ପଣ୍ଡା, ଦେବକାନ୍ତ ପଣ୍ଡା, କାମେଶ୍ୱର ତ୍ରିପାଠୀଙ୍କ ସମେତ ଏକାଧିକ ପୂଜକ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…
ବିନା କୋଚିଂରେ ନିଟ୍ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…
କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…
ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…
ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…
ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…
ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…
ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…
Archives

