ପୂଜକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ

ବାହାନଗା,୨୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଶିବ ମନ୍ଦିର ପୂଜକ ତଥା ବ୍ଲକ କଂଗ୍ରେସ ସଭାପତି କମୋଳ ଲୋଚନ ପଣ୍ଡାଙ୍କୁ ସୋମବାର ସେହି ଗ୍ରାମର ସୁକଦେବ ବାରିକ(୪୫) ମରଣାନ୍ତକ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ଗ୍ରାମବାସୀ କମୋଳଙ୍କୁ ଉଦ୍ଧାର କରି ବାଲେଶର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେହିପରି ଅଭିଯୁକ୍ତ ସୁକଦେବଙ୍କୁ ଗ୍ରାମବାସୀ କାବୁ କରି ସୋର ପୋଲିସକୁ ହସ୍ତାନ୍ତର କରିଛନ୍ତି। ଆକ୍ରମଣର ସଠିକ କାରଣ ଜଣାପଡ଼ି ନ ଥିବାବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?