ଆନନ୍ଦପୁର ସହର ଚଳଚଞ୍ଚଳ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ସହର ସମେତ ଏହାର ଆଖପାଖ ଅଞ୍ଚଳ ମା’ ଦୁର୍ଗାଙ୍କ ପୂଜା ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ଆନନ୍ଦପୁର ବଡ଼ଦାଣ୍ଡ ଠାରେ ଦୁର୍ଗାପୂଜା ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ସେହିପରି ଆନନ୍ଦପୁର ବଙ୍ଗାଳିସାହି ଦୁର୍ଗାପୂଜା, ଫକୀରପୁର ବୈଦ୍ୟରାଜ ସାହି ଦୁର୍ଗାପୂଜା, ଆଦ୍ୟ ଦୁର୍ଗାଦେବୀ ଅନୁଷ୍ଠାନ, ଘସିପୁରା ସାର୍ବଜନୀନ ପୂଜା ବେଶ୍‌ ଧୂମ୍‌ଧାମରେ ଚାଲିଛି। ଦର୍ଶକଙ୍କୁ ଅଧିକ ଆକୃଷ୍ଟ କରିବା ଲାଗି ରାମଚନ୍ଦ୍ରପୁର ପୂଜା କମିଟି ପକ୍ଷରୁ ମୀନା ବଜାର ସାଙ୍ଗକୁ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri