ପୂରଣ ହେଲା ଆଶା

ପୂଜା ହେଗେଡ୍‌ ଯାହା ଚାହୁଁଥିଲେ ତାହା ପୂରଣ ହୋଇଛି। ‘ହାଉସ୍‌ଫୁଲ-୪’ ପରେ ସାଦିଦ୍‌ ନାଦିଓ୍ବାଦଓ୍ବାଲାଙ୍କ ପରବର୍ତ୍ତୀ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। କଥା କ’ଣ କି, ସାଦିଦ୍‌ଙ୍କ ଫିଲ୍ମ ‘କଭି ଇଦ୍‌ କଭି ଦିଓ୍ବାଲି’ ପାଇଁ ତାଙ୍କୁ ସାଇନ୍‌ କରାଯାଇଛି। ସୂଚନାଯୋଗ୍ୟ, ୨୦୧୬ରେ ରିଲିଜ୍‌ ହୋଇଥିବା ଆଶୁତୋଷ ଗୋଓ୍ବାରିକରଙ୍କ ନିର୍ଦ୍ଦେଶିତ ‘ମହେଞ୍ଜୋଦାରୋ’ରେ ହ୍ରିତିକ ରୋଶନଙ୍କ ଅପୋଜିଟ୍‌ରେ ତାଙ୍କୁ ବ୍ରେକ୍‌ ମିଳିଥିଲା। ଦୀର୍ଘ ୪ ବର୍ଷ ଗ୍ୟାପ୍‌ ପରେ ସେ ଆଉ ଏକ ହିନ୍ଦୀ ସିନେମାରେ ଅଭିନୟ କରିବାକୁ ଯାଉଛନ୍ତି। ଅସଲ କଥା ହେଲା, ସଲମାନଙ୍କ ସହ ସ୍କ୍ରିନ୍‌ ଶେୟାର କରିବା ତାଙ୍କର ଆଉ ଏକ ଆଶା ଥିଲା ବୋଲି ସେ କହିଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେବେ ଫରହଦ ସାମ୍‌ଜି। ‘କଭି ଇଦ୍‌ କଭି ଦିଓ୍ବାଲି’ରେ ପୂଜା ଏକ ଛୋଟ ସହରରେ ରହୁଥିବା ଯୁବତୀ ଭୂମିକାରେ ଅଭିନୟ କରିବେ। ଖାସ୍‌ କଥା ହେଲା, ସଲମାନଙ୍କୁ ଏଥିରେ ନୂଆ ଅବତାରରେ ଦେଖିବାକୁ ମିଳିବ। ଫିଲ୍ମଟି ଆସନ୍ତା ବର୍ଷ ଇଦ୍‌ରେ ପରଦା ଉପରକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri