ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରୀ ବିଭାଗୀୟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଯୁବସ୍ବେଚ୍ଛା ସେବୀମାନେ ସାମିଲ ହୋଇ କର୍ଲାମୁଣ୍ଡା ଶିଶୁ ମନ୍ଦିର ଛକଠାରୁ ଆମତ୍ା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ନ କରିବା ଉପରେ ସଚେତନ ସୃଷ୍ଟି କରିଥିଲେ। ଏଥିରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବର, ସହକାରୀ ଯନ୍ତ୍ରୀ ରାଜ କିଶୋର ପାତ୍ର, କନିଷ୍ଠଯନ୍ତ୍ରୀ ଚକ୍ରଧର ବେହେରା, ସାମାଜିକ କର୍ମୀ ଶିବଲାଲ କେଡିଆ, ରିଷିଡା ନାଏବ ସରପଞ୍ଚ କୈଳାସ ପାତ୍ର, ଘନଶ୍ୟାମ ସାହୁ, ମିତ୍ରଭାନୁ ସାହୁ, ବିନୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ରିଷିଡାଠାରେ ମଧ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ସଚେତନ ଓ ସଫେଇ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ଥୁଆମୂଳ ରାମପୁରରେ ପକ୍ସୋ ଆଇନ ଓ ପୀଡ଼ିତା କ୍ଷତିପୂରଣ ଉପରେ ସଚେତନତା କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର, ୩।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଗ୍ରାମ ବିକାଶ ଶିକ୍ଷା ନିକେତନ ପରିସରରେ ତାଲୁକ ଆଇନ ସେବା ସମିତି…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri