ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଭିନ୍ନ ସ୍କୁଲ୍‌ର ଛାତ୍ରୀଛାତ୍ରଙ୍କୁ ନେଇ ରଚନା, ଡ୍ରଇଂ ଓ ବକ୍ତୃତା ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଏହି ସପ୍ତାହକୁ ସ୍ମରଣୀୟ କରିବା ପାଇଁ ଭିଜିଲାନ୍ସ ବୁଲେଟିନ୍‌ର ଶୁଭାରମ୍ଭ କରାଯାଇଥିଲା। କାର୍ଯ୍ୟକ୍ରମକୁ ମୁଖ୍ୟ ଦୁର୍ନୀତି ନିବାରଣ ଅଧିକାରୀ ହେମନ୍ତ କୁମାର ଦତ୍ତ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri