ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭ ବ୍ୟାଚ୍ ଅଧିକାରୀ। ଏହି ନୂତନ ପଦବୀରେ ଯୋଗଦାନ ପୂର୍ବରୁ ସେ ଗୌହାଟିସ୍ଥିତ ଉତ୍ତର ସୀମାନ୍ତ ରେଳପଥର ମୁଖ୍ୟ ବିତ୍ତ ଅଧିକାରୀ ଓ ଅର୍ଥନୈତିକ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ସେ ପୂର୍ବତଟ ରେଳପଥ, ଦକ୍ଷିଣପୂର୍ବ ରେଳପଥ ଏବଂ ଚିତ୍ତରଞ୍ଜନ ରେଳ ଇଞ୍ଜିନ କାରଖାନାରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ଖଡଗପୁର, ଚକ୍ରଧରପୁର ଓ ଓ୍ବାଲଟିୟର ରେଳ ମଣ୍ଡଳଗୁଡିକରେ ଆକାଉଣ୍ଟସ ବିଭାଗରେ କାର୍ଯ୍ୟ କରିବା ସେ ମିତ୍ର ବିଭିନ୍ନ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଯାଜପୁର ଜିଲାର ବୈତରଣୀ ରୋଡରେ ଜନ୍ମିତ ମିତ୍ର ୧୯୮୫ରେ ଉତ୍କଳ ବିଶ୍ୱ ବିଦ୍ୟାଳୟରୁ କମର୍ସରେ ସ୍ନାତ୍ତକୋତ୍ତର ଶିକ୍ଷା ପରେ ରେଳବାଇ ସେବାରେ ଯୋଗଦାନ କରିଥିଲେ। ଜଣେ ପ୍ରଗତିଶୀଳ ଏବଂ ଦକ୍ଷ ଅଧିକାରୀ ଭାବେ ସେ ବେଶ ପରିଚିତ।
ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ
ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…
ମୁମ୍ୱାଇକୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ,୪ା୪: ସମୀର ରିଜ୍ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ୬ ଉଇକେଟରେ ପରାସ୍ତ…
ୟୁକ୍ରେନ୍ ଉପରେ ରୁଷିଆର ଡ୍ରୋନ୍ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…
କିଭ୍,୪ା୪: ୟୁକ୍ରେନ୍ର ନିକୋପୋଲ୍ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…
ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍, ଆଉ ତା’ପରେ…
ନାଶିକ୍,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…
ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା
ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…
ସିଏସ୍କେ ପରାଜୟର କାରଣ କହିଲେ ଗାଭାସ୍କର
ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
Archives

