Posted inଜାତୀୟ

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ତାଙ୍କ ପୁଅ ଚନ୍ଦ୍ରବିଜୟ ସିଂ କହିଛନ୍ତି, ରବିବାର ମହାରାଜାଙ୍କ ପରଲୋକ ପରେ ଭୋଜପୁର ସ୍ଥିତ କୋଠିରେ ତାଙ୍କର ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ରଖାଯାଇଛି। ସୋମବାର ସକାଳେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ଥିଲା। ବାଜପେୟୀଙ୍କ ଯୋଗୁ ସେ ଜନସଂଘର ସଦସ୍ୟତା ଗ୍ରହଣ କରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri