Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଇଶ୍ୱର ଦୟାଲ୍‌ ସ୍ବାମୀଙ୍କ ପରଲୋକ

ଫରିଦାବାଦ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ରାଜ୍ୟମନ୍ତ୍ରୀ ଥିବା ଇଶ୍ୱର ଦୟାଲ ସ୍ବାମୀଙ୍କ ପରଲୋକ ଘଟିଛି। ରବିବାର ଫରିଦାବାଦର ମେଟ୍ରୋ ହାର୍ଟ ଇନଷ୍ଟିଚ୍ୟୁଟ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଗତ ସୋମବାର ତାଙ୍କ ସ୍ତ୍ରୀ ପ୍ରଜ୍ଞା ସ୍ବାମୀଙ୍କ ମୃତ୍ୟୁ ଘଟିଥିଲା। ଇଶ୍ୱର ଦୟାଲ କରନାଲ ଲୋକ ସଭା ଆସନରୁ ୧୯୯୬ ଏବଂ ୧୯୯୯ରେ ଦୁଇଥର ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ୧୯୯୯ରେ ବାଜପେୟୀ ସରକାର ମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri