Posted inରାଜ୍ୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ ପୁଅ ଅଭିମନ୍ୟୁ ସେଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅର୍ଜୁନ ଭଦ୍ରକ ଲୋକସଭା ଆସନରୁ ୮ ଥର ନିର୍ବାଚିତ ହୋଇଥିଲେ। ସେହିପରି ରାଜ୍ୟ ବିଧାନସଭାକୁ ମଧ୍ୟ ୨ ଥର ନିର୍ବାଚିତ ହୋଇଛନ୍ତି। ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ଅର୍ଜୁନ ଜଳସମ୍ପଦ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?