ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା : ୧୫ ଛାତ୍ରଙ୍କ ନାମରେ ମାମଲା, ୫ ଛାତ୍ର ଅଟକ

ବ୍ରହ୍ମପୁର ଅଫିସ,୨୨ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶୁକ୍ରବାର ପୂର୍ବତନ ଛାତ୍ରନେତା ଦେବାଶିଷ ମିଶ୍ରଙ୍କୁ ସଂଘବନ୍ଧ ଆକ୍ରମଣ ହୋଇଥିଲା ା ଏହି ଘଟଣାରେ ଗୋପାଳପୁର ଥାନାରେ ୧୫ ଛାତ୍ରଙ୍କ ନାମରେ ଶନିବାର ମାମଲା ରୁଜୁ ହୋଇଛି ା ସେହିପରି ଶୁକ୍ରବାର ଓ ଶନିବାର ୫ ଛାତ୍ରଙ୍କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଚଳାଇଛି ା ଅନ୍ୟପକ୍ଷରେ ବିଶ୍ୱବିଦ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ଗୋପାଳପୁର ଥାନା ପକ୍ଷରୁ କୁହାଯାଇଛି ା
ଘଟଣା ପରେ ଗୋପାଳପୁର ଥାନା ନଂ ୧୦୪/୧୯ ଦଫା ୨୯୪/ ୩୨୩/ ୩୨୫/ ୩୯୨/ ୩୦୭/ ୩୪ ଆଇପିସି / ୨୫ ଏବଂ ୨୭ ଆମର୍‌ସ ଆକ୍ଟରେ ୧୫ ଜଣଙ୍କ ଛାତ୍ରଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି ା
ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବତନ ଛାତ୍ରନେତା ଦେବାଶିଷ ପିଏଚଡି ନାମଲେଖା ସମ୍ପର୍କରେ ବୁଝିବାକୁ ବିଶ୍ୱବିଦ୍ୟାଳୟକୁ ଆସିଥିଲେ। କ୍ୟାମ୍ପସରେ ଥିବା ଆନନ୍ଦ ବଜାରରେ ନିକଟରେ ତାଙ୍କୁ କେତେଜଣ ଅଣଛାତ୍ର ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri