ପୂର୍ବତନ ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ

ବାରିପଦା ଅଫିସ,୩୦ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ସ୍ପେଶାଲ ଜଜ (ଭିଜିଲାନ୍ସ) ବେଣୁଧର ପାତ୍ର ମଙ୍ଗଳବାର ଏକ ଲାଞ୍ଚ ମାମଲାର ବିଚାର କରି ଦୋଷୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ଆଦେଶ ଦେଇଛନ୍ତି।

ବାଲେଶ୍ୱର ଜିଲା ଅଞ୍ଚଳର କେଶବ ଲେଙ୍କା ଗତ ୨୦୧୨ରେ ଏକ ଲେବର ଲାଇସେନ୍ସ ପାଇଁ ମୟୂରଭଞ୍ଜ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ସେତେବେଳେ ଜିଲା ଶ୍ରମ ଅଧିକାରୀ ଥିବା ଲକ୍ଷ୍ମଣ ବେହେରା ତାଙ୍କୁ ଏବାବଦରେ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ କେଶବ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା(ନଂ.୬/୨୦୧୨) ରୁଜୁ ହୋଇଥିଲା। ଯୋଜନା ମୁତାବକ ଗତ ୨୦୧୨ ଫେବୃୟାରୀ ୨୭ ତାରିଖରେ କେଶବଙ୍କଠାରୁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଲକ୍ଷ୍ମଣ ଭିଜିଲାନ୍ସ ଟିମ ଦ୍ୱାରା ଧରାପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…

ସାଇବର ଠକଙ୍କ କବ୍‌ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ

ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ…

ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri