ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତନ ବରିଷ୍ଠ ପ୍ରଶାସକ ବାଞ୍ଛାନିଧି ବିଶୋୟୀଙ୍କର ଝାରପଡାସ୍ଥିତ ବାସଭବନରେ ବୁଧବାର ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କ ବୟସ ୯୫ ବର୍ଷ ହୋଇଥିଲା। ଶେଷ ନିଶ୍ୱାସ ତ୍ୟାଗ ବେଳକୁ ତାଙ୍କ ନିକଟରେ ତାଙ୍କର ଚାରିପୁତ୍ର ସମଲାଇ ପ୍ରସାଦ, ସୁରେନ୍ଦ୍ର ପ୍ରସାଦ, ଦିଲିପ, ସିଦ୍ଧାର୍ଥ, ଦୁଇ କନ୍ୟା ସ୍ନେହପ୍ରଭା, ଶ୍ୱେତପ୍ରଭା ସାହୁ ଓ ଜାମାତା ସଦାନନ୍ଦ ସାହୁ ଉପସ୍ଥିତ ଥିଲୋ। ସ୍ବର୍ଗତ ବିଶୋୟୀ ଭୁବନେଶ୍ୱର ଓ କଳାହାଣ୍ଡିରେ ଏଡିଏମ୍ ଭାବେ କାର୍ଯ୍ୟ କରି ବେଶ୍ ସୁନାମ ଅର୍ଜନ କରିଥିଲେ। ବିଶେଷ କରି କଳାହାଣ୍ଡି ଜିଲାର ମରୁଡି ମୁକାବିଲା ଦିଗରେ ତାଙ୍କର ପଦକ୍ଷେପ ବେଶ୍ ପ୍ରଶଂସନୀୟ ଥିଲା। ଜଣେ ସାଧୁ, ସଚ୍ଚୋଟ ଓ କର୍ମନିଷ୍ଠ ଅଫିସର ଭାବେ ତାଙ୍କର ସମାଜରେ ବେଶ୍ ପ୍ରତିଷ୍ଠା ଥିଲା। ଅବସର ପରେ ସେ ମାଗଣା ହୋମିଓପାଥିକ ଚିକିତ୍ସା ଯୋଗାଇ ଲୋକପ୍ରୀୟ ହୋଇ ପାରିଥିଲେ।
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…
ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ
ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…
Archives

