ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି।

ଜଗନ୍ନାଥ ଧାମନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇ ସ୍ବାସ୍ଥ୍ୟମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ରାଜନୀତି କ୍ଷେତ୍ରକୁ ଆସିବା ପୂର୍ବରୁ ସେ ଧୁଷୂରି ମୂରଲୀଧର ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ଦୀର୍ଘଦିନ ଧରି ଅବସ୍ଥାପିତ ଥିଲେ। ସେ କଂଗ୍ରେସର ଜଣେ ସକ୍ରିୟ କର୍ମୀ ଭାବେ ରାଜ୍ୟ ତଥା ଜିଲାର ବିଭିନ୍ନ ପଦପଦବୀରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri