ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଦୋରା ୧୯୬୨ରେ ବୁର୍ଲା ଇଞ୍ଜିନିୟରିଂ କଲେଜରେ ଡିଗ୍ରୀ ଶେଷ କରିବା ପରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ଚାକିରି ଆରମ୍ଭ କରିଥିଲେ। ଓଡ଼ିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟ କରି ସେ ସଫଳତା ହାସଲ କରିଥିଲେ। ଦୋରା ଓଡ଼ିଶା ହାଇକୋର୍ଟର ଜଣାଶୁଣା ଓକିଲ ଜିଏଆର୍‌ ଦୋରାଙ୍କ ସାନଭାଇ ଏବଂ ସ୍ବର୍ଗତ ଡା. ସତ୍ୟବାଦୀ ହାଜାରୀଙ୍କ ବଡ଼ ଜ୍ୱାଇଁ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?