ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କର ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ସେ ଯାଜପୁରରେ ଜନ୍ମଗ୍ରହଣ କରିଥିଲେ। ରେଭେନ୍ସା କଲେଜରେ ସ୍ନାତକ କରିବା ପରେ ସେ ଦିଲ୍ଲୀ ସ୍କୁଲ ଅଫ ଇକୋନୋମିକ୍ସରୁ ସ୍ନାତକୋତ୍ତର ଡିଗ୍ରୀ ଅର୍ଜନ କରିଥିଲେ। ପଣ୍ଡା ଇଷ୍ଟ ଆଫ୍ରିକାରେ ଜାତିସଂଘର ମୁଖ୍ୟ ଉପଦେଷ୍ଟା ଭାବେ ୮ ବର୍ଷ ଦାୟିତ୍ୱ ତୁଲାଇଥିଲେ। ସେ ୫ ଅଗଷ୍ଟ ୧୯୮୭ରୁ ୩୧ ମେ ୧୯୮୯ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ସୁଧା ପଣ୍ଡା ଓ ୩ ପୁଅ, ଗୋଟିଏ ଝିଅ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଶ୍ରୀ ପଣ୍ଡାଙ୍କ ବାସଭବନକୁ ଯାଇ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri