ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ମୁକ୍ତି ରାଜଗୁରୁ ।
ସୂଚନାଯୋଗ୍ୟ, ମୁକ୍ତି ଗାଁ ଛକରେ ଛିଡା ହାଇଥିବା ବେଳେ ୫ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଖଣ୍ଡାଚୋଟରେ ତାଙ୍କ ବାମ ହାତ ପାପୁଲି ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ମୁକ୍ତିଙ୍କୁ କ୍ୟାପିଟାଲ ହସ୍ପିଟାଲ ଓ ପରେ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବଶତ୍ରୁତାରୁ ଏପରି ଘଟିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri