ଗୋପାଳପୁର,୩ା୧୨-ବ୍ରହ୍ମପୁର ମହାନଗର ନିଗମ ଆମ୍ବପୁଆ ଦଳିତସାହିରେ ରବିବାର ରାତିରେ କୁଳ ବୈଠକ ବସିିଥିଲା। ଏଥିରେ ଅପର ଗୋଷ୍ଠୀର କେତେଜଣ ଲୋକ ପୂର୍ବ ଶତ୍ରୁତାକୁ ନେଇ ଲଙ୍କାଗୁଣ୍ଡ ଫିଙ୍ଗିବା ସହ ୩ ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ବୁଲୁ ଦାସ, ଶ୍ରୀକାନ୍ତ ଦାସ ଓ କୈଳାସ ଦାସଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗୋପାଳପୁର ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲେ ମଧ୍ୟ ପୋଲିସ ୧୧ ଯୁବକଙ୍କୁ ଅଟକ ରଖିଛି। ଦଳିତ ସାହିରେ ବୈଠକ ଚାଲିଥିବା ବେଳେ କିଛି ମହିଳା ଲଙ୍କାଗୁଣ୍ଡ ଫିଙ୍ଗିବା ସହ ଯୁବକମାନେ ବୁଲୁ, ଶ୍ରୀକାନ୍ତ ଓ କୈଳାସଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ କିଛି ସମୟ ଧରି ଉକ୍ତ ସ୍ଥାନ ରଣକ୍ଷେତ୍ର ପାଲଟିଥିଲା। ଖବରପାଇ ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲେ। ସୋମବାର ପୂର୍ବାହ୍ନରେ ଗୋପାଳପୁର ଥାନା ପକ୍ଷରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବର୍ତ୍ତମାନ ପରିସ୍ଥିତି ଶାନ୍ତ ରହିଛି।
ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…
ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…
ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…
ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…
ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା…
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
Archives

