ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କଳାରାହାଙ୍ଗ ଅଞ୍ଚଳର ଅଜୟ ମହାଭୋଇ। ସୂଚନା ମୁତାବକ, ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥବା ଗୋଲକପୁରୀ ଡୁପ୍ଲେକ୍ସରେ ଚନ୍ଦନ ସୁବୁଦ୍ଧି ରୁହନ୍ତି। ଅଜୟ ସ୍ଥାନୀୟ ଉଠାଦୋକାନୀ ଓ ଲୋକଙ୍କୁ ଡରାଇ ଧମକାଇ ଟଙ୍କା ଆଦାୟ କରନ୍ତି। ଏହାକୁ କେନ୍ଦ୍ର କରି ଚନ୍ଦନଙ୍କ ସହ ଅଜୟଙ୍କର ପୂର୍ବରୁ ଝଗଡ଼ା ହୋଇଥିଲା। ଗତ ଜୁଲାଇ ୨୮ ତାରିଖରେ ଅଜୟ ଟଙ୍କା ଦେବାକୁ ଚନ୍ଦନଙ୍କୁ ବାଧ୍ୟ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବା ପରେ ଅଜୟ ଚନ୍ଦନଙ୍କ ମୁଣ୍ଡ ଫଟାଇ ରକ୍ତାକ୍ତ କରି ଫେରାର ହୋଇଯାଇଥିଲେ। ଏ ନେଇ ଚନ୍ଦନଙ୍କ ଅଭିଯୋଗ କ୍ରମେ ଏକ କେସ୍‌ (ନଂ. ୧୬୦/୧୯) ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ପୋଲିସ ଶୁକ୍ରବାର ଅଜୟଙ୍କୁ ପଟିଆ ଅଞ୍ଚଳରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri