ପୂର୍ବ ଶତ୍ରୁତାକୁ ନେଇ ପୋଡିଦେଲେ ପାନ ଦୋକାନ

କୁଆଁରମୁଣ୍ଡା,୧୪।୧୧(ଡି.ଏନ.ଏ.)- ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ତହସିଲ ବଜାରରେ ପାନ ଦୋକାନ କରିଥିବା ବାବୁନି ପଣ୍ଡାଙ୍କ ପାନ ଦୋକାନକୁ ଶୁକ୍ରବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ପୋଡି ଦେଇଛନ୍ତି। ଫଳରେ ପାନ ଦୋକାନରେ ଥିବା ସମସ୍ତ ସାମଗ୍ରୀ ଜଳି ପାଉଁଶ ହୋଇଯାଇଛି। ଖବରପାଇ କୁଆଁରମୁଣ୍ଡା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

ଛେଳିପଲ ସହ ଗାଁକୁ ଚାଲିଆସିଥିଲା କୁଟୁରା: ଛେଳି ମାଲିକ ଘରେ ରଖିଥିବା ଖବର ପାଇ…

ବଣାଇଁ, ୯।୬ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ଅନ୍ତର୍ଗତ ଜାମୁଡ଼ିହି ସେକ୍ସନର ଝିରପାଣି ଗ୍ରାମରୁ ସୋମବାର ଏକ କୁଟୁରା ଛୁଆକୁ ବନ ବିଭାଗ ସୁରକ୍ଷିତ…

ପ୍ରେମିକା ବାହାହେବାକୁ ମନାକରିବାରୁ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ଗଲେ ଯୁବକ: ଆଉ ତା’ପରେ…

କୁତ୍ରା,୯ା୬ (ଦେବାଶିଷ ସାହୁ):ପ୍ରେମିକା ବାହାହେବାକୁ ମନାକରିବାରୁ ଜଣେ ଯୁବକ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ ଖୁଣ୍ଟରେ ଚଢ଼ି ହଙ୍ଗାମା କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri