ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଦୁଇଟି ଗାଡ଼ିରେ କିଛି ଯୁବକ ଧରଣୀଧରଙ୍କ ଘରକୁ ଆସି ପାଟିତୁଣ୍ଡ କରିବା ସହିତ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଗୁଳି ଧରଣୀଙ୍କ ଗୋଡ଼ରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ପ୍ରଥମେ ଛେଣ୍ଡିପଦା ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri