ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌ ଡିଭାଇଡରରେ ପିଟିହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ ଅଧୀନ କଣ୍ଡରା ଆର୍ଜିପଲ୍ଲୀ ଗଁାର ଦୀପକ କୁମାର ବେହେରା। ଛତ୍ରପୁର ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ସ୍ଥାନୀୟ ହସ୍‌ପିଟାଲକୁ ପଠାଇଥିଲେ। ସେହିପରି ରମ୍ଭା ଥାନା ଏଚ୍‌. ବୁରୁଡି ଗଁାର ଚାଷୀ ନୀଳକଣ୍ଠ ନାହାକ ଭୋର ସମୟରେ ବିଲକୁ ଯାଉଥିବାବେଳେ ଜାତୀୟ ରାଜପଥରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଛତ୍ରପୁର ହସ୍‌ପିଟାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri