ପୃଥକ ସ୍ଥାନରୁ ନାଗସାପ ଉଦ୍ଧାର

ବୁଗୁଡ଼ା,୯ା୯(ଡି.ଏନ.ଏ.)-ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମହୁଲପଲ୍ଲୀ ଏବଂ ଭାମଶିଆଳି ଗ୍ରାମରୁ ସୋମବାର ବି.କରଡ଼ାବାଡ଼ିର ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ୨ଟି ନାଗସାପ ଉଦ୍ଧାର କରିଛନ୍ତି। ଭାମଶିଆଳି ଗ୍ରାମର ରବି ସାହୁଙ୍କ ଘରୁ ସ୍ନେକ୍‌ ହେଲପ୍‌ ଲାଇନର ହରିଶ ୫ ଫୁଟ ଲମ୍ବର ନାଗସାପ ଉଦ୍ଧାର କରିଥିଲେ। ସେହିପରି ମହୁଲପଲ୍ଲୀ ଗ୍ରାମର ହେମନ୍ତ ପ୍ରଧାନଙ୍କ କୁକୁଡ଼ା ଫାର୍ମରେ ଥିବା ଏକ କୂଅରୁ ମଧ୍ୟ ସେ ୫ ଫୁଟ ଲମ୍ବର ନାଗସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ୨ ନାଗସାପଙ୍କୁ ହରିଶ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri