ପୃଥିବୀର ୨୩୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ: ୧୩୦ କୋଟି ଭାରତୀୟ ବି ସାମିଲ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ୧୦ଟି ଦେଶରେ କର୍ଫ୍ୟୁ ଜାରି ହୋଇଥିବାବେଳେ ୩୫ ଦେଶରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ପୃଥିବୀର ୨୩୦ କୋଟି ଲୋକ ଘରେ ବନ୍ଦ ହୋଇ ରହିଛନ୍ତି। ଲକ୍‌ ଡାଉନ୍‌ ଘୋଷଣା ଯୋଗୁ ୩୫ ଦେଶରେ ୧୯୫.୯ କୋଟି ଲୋକ ଘରେ ବନ୍ଦୀ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି। ସେଥିମଧ୍ୟରୁ ଭାରତରେ ସର୍ବାଧିକ ୧୩୦ କୋଟି ଲୋକ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଘରେ ବନ୍ଦ ହୋଇ ରହିଛନ୍ତି। କର୍ଫ୍ୟୁ ଜାରି ହୋଇଥିବା ୧୦ ଦେଶରେ ୧୧.୭ କୋଟି ଲୋକ ଘରେ ବନ୍ଦ ରହିଛନ୍ତି। ଇରାନ, ଜର୍ମାନୀ, ବ୍ରିଟେନ୍‌ ଆଦି ୫ଟି ଦେଶରେ ଲୋକଙ୍କୁ ବାହାରକୁ ନ ଯିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାଦ୍ୱାରା ୨୨.୮କୋଟି ଲୋକ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri