ପୃଥିବୀ ଉପରେ ବିପଦ: ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ଧକ୍କା ଦେବା ଆଶଙ୍କା

ଓ୍ବାଶିଂଟନ,୨୮।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ଥିବା ନାସା ପକ୍ଷରୁ କୁହାଯାଇଛି। ଏହା ଘଣ୍ଟାପ୍ରତି ୨୦ ହଜାର ମାଇଲ୍‌ ବେଗରେ ପୃଥିବୀ ଆଡ଼କୁ ମାଡ଼ିଆସୁଛି। ଏଥିପାଇଁ ନାସା ପକ୍ଷରୁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ଏହା  ଅକ୍ଟୋବର ୩୧ ସନ୍ଧ୍ୟା ୬ଟା ୩୫ରେ ପୃଥିବୀର ଅତି ନିକଟବର୍ତ୍ତୀ ହେବ। ଏହି ସମୟରେ ପୃଥିବୀ ଏବଂ ୨୦୧୯ ୟୁଜେ-୩ ମଧ୍ୟରେ ଦୂରତା ୨.୭୯ ନିୟୁତ କିମି ହେବ। ଯଦି ଏହା ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ଯୋଗୁ ବାୟୁମଣ୍ଡଳରେ ପ୍ରବେଶ କରେ ତେବେ ପ୍ରବଳ ବେଗରେ ଧକ୍କା ଦେବାର ଆଶଙ୍କା ରହିଛି। ଏପରି ହେଲେ ସୁନାମୀ, ଭୂକମ୍ପ ସହିତ ପ୍ରବଳ ବେଗରେ ପବନ ବହିବ ବୋଲି ନାସା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri